କଳାହାଣ୍ଡି ଜିଲ୍ଲାର ୭୧ ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି।ଲାଲବାହାଦୂର ଷ୍ଟାଡିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ଗାଭାଲି ପରାଗ ହର୍ଷଦ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ।ଏହି ଅବସରରେ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବି ଅନୁଷ୍ଠିତ ହୋଇଥିଲା ଏବଂ ଏକ ମଶାଲ ଶୋଭଯାତ୍ରା ହେବା ଶହ ଜିଲ୍ଲା ସଦରମହକୁମା ଭବାନୀପାଟଣା ରେ ବିରାଟ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା।

0 Comments